Masthead

ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରେମାନନ୍ଦ ନାୟକ । ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ଇସ୍ତଫା । ଦଳରେ ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଇସ୍ତଫା ଦେଲେ ପ୍ରେମାନନ୍ଦ ନାୟକ । ସାଧାରଣ ନିର୍ବାଚନକୁ ଆଉ ମାସ କେଇଟା ବାକି ଥିବା ବେଳେ ପ୍ରେମାନନ୍ଦଙ୍କ ଇସ୍ତଫାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ପ୍ରେମାନନ୍ଦ ଅନ୍ୟ କୌଣସି ଦଳରେ ସାମିଲ ହେବେ କି? ଯଦି ସାମିଲ ହେବେ ତେବେ କେଉଁ ଦଳରେ ବୋଲି ସାଧାରଣରେ ପ୍ରଶ୍ନ ଉଙ୍କି ମାରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା