Masthead

ଆଗାମୀ ୩ ଦିନ କମ ରହିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟରେ ୩ ଦିନ ମଧ୍ୟରେ ତାପମାତ୍ରା କମିବା ନେଇ ପାଣିପାଗ ବିଭାଗର ଆକଳନ । ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା । ଆଭ୍ୟନ୍ତରିଣୀ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ଦିନ ତାପମାତ୍ରା ସର୍ବାଧିକ ୪୨ ଡିଗ୍ରୀ ପାଖାପାଖି ଛୁଇଁପାରେ ।

ଉପକୂଳ ସହ ଆଭ୍ୟନ୍ତରିଣ ଓଡ଼ିଶାର କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ସେହିପରି ୨୮, ୨୯ ଏବଂ ୩୦ ତାରିଖରେ ମଧ୍ୟ କିଛି କିଛି ଜିଲ୍ଲାରେ ଘଡଘଡି ସାଙ୍ଗକୁ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଛି ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ