Masthead

ରାଜ୍ୟରେ ୨୧ ପରେ କମିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ନିଆଁ ବର୍ଷା । ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଠି ପ୍ରଚଣ୍ଡ ତାତି । ରାଜ୍ୟରେ ଅଧିକାଂଶ ଅଂଚଳରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଗତ ୨୪ ଘଂଟାରେ ଦେଶର ଉତପ୍ତ ସହର ଭାବେ ଝାରସୁଗୁଡ଼ା ଓ ବାରିପଦା ରେକର୍ଡ ହୋଇଛି । କଟକ ଓ ଖୋର୍ଦ୍ଧା ସମେତ ୧୧ଟି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ହୋଇଛି । ଆସନ୍ତାକାଲି ୬ଟି ଜିଲ୍ଲାକୁ ହିଟୱେଭ ପାଇଁ ସତର୍କ କରାଯାଇଛି ।

ଝାରସୁଗୁଡାରେ ୪୩.୨ଡିଗ୍ରୀ ତାପାମତ୍ରା ରେକର୍ଡ ହୋଇଛି । ସେହିପରି ସମ୍ବଲପୁରରେ ୪୨ ଦଶମିକ ୮ ଡିଗ୍ରୀ, ଭୁବନେଶ୍ୱରରେ ୪୧ ଦଶମିକ ୬ ଡିଗ୍ରୀ, ହୀରାକୁଦରେ ୪୧.୬, ଚାନ୍ଦବାଲିରେ ୪୦.୬, କେନ୍ଦୁଝରରେ ୪୦ ଡିଗ୍ରୀ ରେକର୍ଡ ହୋଇଛି । ରାଜ୍ୟରେ ୨୧ ପରେ କମିବ ତାପମାତ୍ରା । ୨୨ ଓ ୨୩ରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ