Masthead

୨ ରୁ ୪ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆହୁରି ବଢ଼ିବ ତାତି । ଆସନ୍ତା ସପ୍ତାହରୁ ଖରା ବଢ଼ିବ । ସ୍ୱାଭାବିକଠାରୁ ୨ ରୁ ୪ ଡିଗ୍ରୀ ବଢ଼ିବା ନେଇ ଆନୁମାନ କରାଯାଇଛି । ଭୁବନେଶ୍ୱର ସମେତ ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ୩୮ ରୁ ୪୦ ଡିଗ୍ରୀ ପାରଦ ପହଞ୍ଚିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ଯେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ଓଡ଼ିଶାର ପାଗ ଶୁଖିଲା ରହିବ । ଫେବୃଆରୀ ମାସରେ ବର୍ଷା ହେବାର ସମ୍ଭାବନା ନାହିଁ । ମାତ୍ର ଭୋର ସମୟରେ କୁହୁଡ଼ି ରହିବ । ଆଜି ମଧ୍ୟ ଅନେକ ଜିଲ୍ଲାରେ ସକାଳୁ କୁହୁଡି ଦେଖିବାକୁ ମିଳିଥିଲା । ଆସନ୍ତା ୪ରୁ ୫ ଦିନ ପର୍ୟ୍ୟନ୍ତ ରାତି ତାପମାତ୍ରାରେ ସେଭଳି କୌଣସି ପରିବର୍ତ୍ତନ ହେବନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍