Masthead

ରାଜ୍ୟର ବିଭିନ୍ନ ସ୍ଥାନରେ ବଢ଼ିପାରେ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୬ରୁ ୭ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ ତାପମାତ୍ରା ଆକଳନ କରିଛି ପାଣିପାଗ ବିଭାଗ ମଙ୍ଗଳବାର ଟିଟିଲାଗଡ଼ରେ ତାତି ସର୍ବାଧିକ ୪୦ ଡିଗ୍ରୀ ଥିଲା । ସମ୍ବଲପୁରରେ ୩୯.୯, ଝାରସୁଗୁଡ଼ାରେ ୩୯.୨ ଓ ଭବାନୀପାଟଣାରେ ୩୯ ଡିଗ୍ରୀ ଥିଲା । ବୁଧବାର ଓ ଗୁରୁବାର ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିପାରେ ।

ତେବେ ଉପକୂଳ ଓଡ଼ିଶାରେ ୩୫ରୁ ୩୮ ଡିଗ୍ରୀ ଭିତରେ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୫ ଓ ୧୬ ତାରିଖରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୪୧ ଡିଗ୍ରୀ ଛୁଇଁପାରେ । କିନ୍ତୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ତାତି ୪୦ ଡିଗ୍ରୀ ତଳେ ରହିବ ବୋଲି ଆକଳନ କରାଯାଇଛି । କାଳବୈଶାଖୀ ବର୍ଷା ପ୍ରଭାବରେ ୧୬ ତାରିଖ ଯାଏ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ 🔴 ପୁଣି ମୁହାଁମୁହିଁ ଆମେରିକା-ଇରାନ 🔴 ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ପାଠ୍ୟପୁସ୍ତକ ତ୍ରୁଟି, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ 🔴 ବିଜେଡି ପାଇଁ ଘର ଭିତରେ ଫାଟ! 🔴 ତାମିଲନାଡୁ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ 🔴 ପୁଣି ମୁହାଁମୁହିଁ ଆମେରିକା-ଇରାନ 🔴 ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ପାଠ୍ୟପୁସ୍ତକ ତ୍ରୁଟି, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ 🔴 ବିଜେଡି ପାଇଁ ଘର ଭିତରେ ଫାଟ! 🔴 ତାମିଲନାଡୁ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ