Masthead

ମନ୍ଦିର ପ୍ରଶାସନ ହାକିମାତି ନ ଦେଖାଇ ଚାରି ଦ୍ୱାର ଖୋଲିବା ଉଚିତ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । କହିଛନ୍ତି କରୋନା ସମୟରେ ଗୋଟେ ଦ୍ୱାର ଖୋଲାଯାଇ ଅନ୍ୟ ଦ୍ୱାର ବନ୍ଦ କରାଯାଇଥିଲା । ଏବେ କରୋନା ଡର ନାହିଁ । ପୁରୀର ନୂଆ ପରିକଳ୍ପନାରେ ଶ୍ରୀମନ୍ଦିର ସୁନ୍ଦର ଦେଖାଯାଉଛି । ଚାରୋଟି ଦ୍ୱାର ଖୋଲାଯାଉ । ପୁରୀବାସୀ ଏବଂ ଅନେକ ହିନ୍ଦୁ ଲୋକେ ପୁରୀରେ ଆସି ରୁହନ୍ତି । ସେମାନେ ବିଭିନ୍ନ ସମୟରେ ଜଗନ୍ନାଥଙ୍କୁ ଦର୍ଶନ କରନ୍ତି । ଜଗା ସଂଗେ ନିତିଦିନିଆ ସମ୍ପର୍କ, ଭାବ ଅଛି ଜଗା ସହିତ ।

ବୟସ୍କ ଲୋକେ, ମାଆମାନେ ଦର୍ଶନ କରିଥାନ୍ତି । ସେଥିପାଇଁ ଚାରୋଟି ଦ୍ୱାର ହୋଇଥିଲା । ସ୍ଥାୟୀ ଭାବେ ଅଟକାଇବା ଭଲ ହେବନି । ଅନନ୍ୟ ପରମ୍ପରାର ମନ୍ଦିର, ସବୁ ଖୋଲା ମେଲା, ଅବାଧରେ ଦର୍ଶନ ହୋଇଥାଏ । ଚାରୋଟି ଦ୍ୱାର ପ୍ରତି ଭକ୍ତଙ୍କ ଭାବାବେଗ ଅଛି, ଖୋଲିବା ନିତାନ୍ତ ଜରୁରୀ । ମନ୍ଦିର ପ୍ରଶାସନ ହାକିମାତି ନ ଦେଖାଇ ଖୋଲିବା ଉଚିତ ହେବ । ଭଗବାନଙ୍କ ସାଙ୍ଗରେ ଲୋକଙ୍କର କୌଣସି ବାଧକ ନ ହେଉ । ଏଥି ପ୍ରତି ପଦକ୍ଷେପ ନେବା ଉଚିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ