Masthead

ମନ୍ଦିର ପ୍ରଶାସନ ହାକିମାତି ନ ଦେଖାଇ ଚାରି ଦ୍ୱାର ଖୋଲିବା ଉଚିତ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । କହିଛନ୍ତି କରୋନା ସମୟରେ ଗୋଟେ ଦ୍ୱାର ଖୋଲାଯାଇ ଅନ୍ୟ ଦ୍ୱାର ବନ୍ଦ କରାଯାଇଥିଲା । ଏବେ କରୋନା ଡର ନାହିଁ । ପୁରୀର ନୂଆ ପରିକଳ୍ପନାରେ ଶ୍ରୀମନ୍ଦିର ସୁନ୍ଦର ଦେଖାଯାଉଛି । ଚାରୋଟି ଦ୍ୱାର ଖୋଲାଯାଉ । ପୁରୀବାସୀ ଏବଂ ଅନେକ ହିନ୍ଦୁ ଲୋକେ ପୁରୀରେ ଆସି ରୁହନ୍ତି । ସେମାନେ ବିଭିନ୍ନ ସମୟରେ ଜଗନ୍ନାଥଙ୍କୁ ଦର୍ଶନ କରନ୍ତି । ଜଗା ସଂଗେ ନିତିଦିନିଆ ସମ୍ପର୍କ, ଭାବ ଅଛି ଜଗା ସହିତ ।

ବୟସ୍କ ଲୋକେ, ମାଆମାନେ ଦର୍ଶନ କରିଥାନ୍ତି । ସେଥିପାଇଁ ଚାରୋଟି ଦ୍ୱାର ହୋଇଥିଲା । ସ୍ଥାୟୀ ଭାବେ ଅଟକାଇବା ଭଲ ହେବନି । ଅନନ୍ୟ ପରମ୍ପରାର ମନ୍ଦିର, ସବୁ ଖୋଲା ମେଲା, ଅବାଧରେ ଦର୍ଶନ ହୋଇଥାଏ । ଚାରୋଟି ଦ୍ୱାର ପ୍ରତି ଭକ୍ତଙ୍କ ଭାବାବେଗ ଅଛି, ଖୋଲିବା ନିତାନ୍ତ ଜରୁରୀ । ମନ୍ଦିର ପ୍ରଶାସନ ହାକିମାତି ନ ଦେଖାଇ ଖୋଲିବା ଉଚିତ ହେବ । ଭଗବାନଙ୍କ ସାଙ୍ଗରେ ଲୋକଙ୍କର କୌଣସି ବାଧକ ନ ହେଉ । ଏଥି ପ୍ରତି ପଦକ୍ଷେପ ନେବା ଉଚିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ