Masthead

ନେଇଗଲେ ମା’ଙ୍କ ଅଳଙ୍କାର

ଟାଙ୍ଗୀ-ଚୌଦ୍ୱାର(ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ଚୌଦ୍ୱାର ଦକ୍ଷିଣ କାଳୀ ମନ୍ଦିରରୁ ବୁଧବାର ରାତିରେ ଚୋରି ହୋଇଯାଇଛି । ରାତିରେ ମନ୍ଦିରରେ କେହି ରହୁନଥିବାର ସୁଯେ୍ଧଜ୍ଞ ନେଇ ବିଳମ୍ବିତ ରାତ୍ରିରେ ଲୁଟେରାମାନେ ମା’ଙ୍କ ପଛପଟ ଗେଟ ଦେଇ ଭିତରକୁ ପ୍ରବେଶ କରିଥିଲେ । ଗମ୍ଭୀରା ଭିତରୁ ମା’ଙ୍କ ସୁନାର ଆଖି, ସୁନାର ବାହୁଟି, ସୁନାର ମଙ୍ଗଳସୂତ୍ର ଇତ୍ୟାଦି ଅନେକ ବହୁ ମୂଲ୍ୟବାନ ଜିନିଷ ଲୁଟି ନେଇଥିଲେ । ଯିବାପୂର୍ବରୁ ହୁଣ୍ଡିରେ ଥିବା ନଗଦ ଟଙ୍କା ମଧ୍ୟ ନେଇଯାଇଥିଲେ । ମନ୍ଦିର ଚୋରି ସମ୍ପର୍କରେ ଖବର ପାଇ ଚୌଦ୍ୱାର ଥାନା ଭାରପ୍ରାପ୍ତ ଅଧିକାରୀ ବିରଞ୍ଚିନାରାୟଣ ପତି ସଦଳବଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ତୁରନ୍ତ ଚୋରକୁ ଗିରଫ କରାଯିବା ସହ ଚୋରି ସାମଗ୍ରୀ ଉଦ୍ଧାର କରାଯିବ ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରତିଶ୍ରୁତି ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ