Masthead

ପାଣିରେ ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା

ଆଠଗଡ଼ (ବଡ଼ ଖବର ବ୍ୟୁରୋ): ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା। ମହାନଦୀରେ ପାଣି ଆସିବାରୁ ଆଠଗଡ଼ ଧବଳେଶ୍ୱର ପୀଠକୁ ଯିବାକୁ ଥିବା ଅସ୍ଥାୟୀ ରାସ୍ତା ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ । କଂକ୍ରିଟ୍ ପୋଲର କାମ ସମ୍ପୂର୍ଣ୍ଣ ହୋଇନଥିବା ବେଳେ ଶ୍ରଦ୍ଧାଳୁମାନେ କିଭଳି ଧବଳେଶ୍ୱରଙ୍କୁ ଦର୍ଶନ କରିବେ ତାକୁ ନେଇ ପ୍ରଶ୍ନ ଉଠିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି