Before Header

ପାଣିରେ ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା

0 24

ଆଠଗଡ଼ (ବଡ଼ ଖବର ବ୍ୟୁରୋ): ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା। ମହାନଦୀରେ ପାଣି ଆସିବାରୁ ଆଠଗଡ଼ ଧବଳେଶ୍ୱର ପୀଠକୁ ଯିବାକୁ ଥିବା ଅସ୍ଥାୟୀ ରାସ୍ତା ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ । କଂକ୍ରିଟ୍ ପୋଲର କାମ ସମ୍ପୂର୍ଣ୍ଣ ହୋଇନଥିବା ବେଳେ ଶ୍ରଦ୍ଧାଳୁମାନେ କିଭଳି ଧବଳେଶ୍ୱରଙ୍କୁ ଦର୍ଶନ କରିବେ ତାକୁ ନେଇ ପ୍ରଶ୍ନ ଉଠିଛି।

Leave A Reply

Your email address will not be published.