Masthead

ଆଗକୁ ଆହୁରି ସିଝିବ ରାଜଧାନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏବେ ଠାରୁ ସିଝିଲାଣି ଓଡ଼ିଶା । ଆଗକୁ ଆହୁରି ସିଝିବ । ୨୮ ରୁ ତାତି ଆହୁରି ବଢିବ । ମାର୍ଚ୍ଚ ୨ ଓ ୩ ସୁଦ୍ଧା ଆଭ୍ୟନ୍ତର ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ପାର କରିବ । ୩ ରେ ରାଜଧାନୀରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁପାରେ । ଆଗକୁ ତାତି ବଢିବାକୁ ନେଇ ସତର୍କ କରାଇଛନ୍ତି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ଼. ସୁରେନ୍ଦ୍ରନାଥ ପଶୁପାଳକ ।

ରବିବାର ଠାରୁ ଓଡ଼ିଶା ଓ ସଲଗ୍ନ ଅଞ୍ଚରେ ଗୁରୁଚାପ ସୃଷ୍ଟି ସହ ରାଜ୍ୟକୁ ଦକ୍ଷିଣ ପଟୁ ବଙ୍ଗୋପସାଗରୀୟ ପବନ ବହିବ । ଏହାର ପ୍ରଭାବରେ ୨୮ରୁ ତାତି ଆହୁରି ବଢିବ । ୩ ସୁଦ୍ଧା ଆଭ୍ୟନ୍ତରିଣ ଓଡ଼ିଶାର ଝାରସୁଗୁଡ଼ାରୁ କଳାହାଣ୍ଡି ଯାଏ ଅଧିକାଂଶ ଅଞ୍ଚଳରେ ୪୦ ଡିଗ୍ରୀ ପାର କରିବ । ୩ରେ ଭୁବନେଶ୍ୱରରେ ତାପମାତ୍ର ୪୧ରୁ ୪୨ ଛୁଇଁପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି