Masthead

ବିଜେଡି ଟିକେଟ ପାଇଁ ୧୦ହଜାର ଆବେଦନ: ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି ପ୍ରାର୍ଥୀ ହେବାକୁ ଆଶାୟୀଙ୍କ ଲମ୍ବା ଲାଇନ୍ । ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ୧୦ ହଜାରରୁ ଅଧିକ ଆବେଦନ ଏଯାବତ ହସ୍ତକ୍ଷେପ ହୋଇଥିବା ପ୍ରଣବ କହିଛନ୍ତି ।

ତେବେ ପ୍ରଣବ ପ୍ରକାଶ ତାଙ୍କ ସୋସିଆଲ ମିଡିଆରେ ଯେଉଁ ସୂଚନା ଦେଇଛନ୍ତି ସେଥିରେ ଉଲ୍ଲେଖ ରହିଛି ଯେ ଆବେଦନକାରୀଙ୍କ ମଧ୍ୟରେ ଜାତୀୟ ରାଜନୈତିକ ଦଳର ନେତା ଏବଂ ଅନେକ ପେଶାଦାର ବ୍ୟକ୍ତି ରହିଛନ୍ତି । ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି ଯେ, ପଂଚାୟତ ନିର୍ବାଚନ ଭଳି ସାଧାରଣ ନିର୍ବାଚନରେ ମଧ୍ୟ ବିଜେଡି ପୁଣିଥରେ ବିଜୟୀ ହେବ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ସରକାର ଗଢିବେ ବୋଲି ପ୍ରଣବ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ