Masthead

ବିଜେଡି ଟିକେଟ ପାଇଁ ୧୦ହଜାର ଆବେଦନ: ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି ପ୍ରାର୍ଥୀ ହେବାକୁ ଆଶାୟୀଙ୍କ ଲମ୍ବା ଲାଇନ୍ । ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ୧୦ ହଜାରରୁ ଅଧିକ ଆବେଦନ ଏଯାବତ ହସ୍ତକ୍ଷେପ ହୋଇଥିବା ପ୍ରଣବ କହିଛନ୍ତି ।

ତେବେ ପ୍ରଣବ ପ୍ରକାଶ ତାଙ୍କ ସୋସିଆଲ ମିଡିଆରେ ଯେଉଁ ସୂଚନା ଦେଇଛନ୍ତି ସେଥିରେ ଉଲ୍ଲେଖ ରହିଛି ଯେ ଆବେଦନକାରୀଙ୍କ ମଧ୍ୟରେ ଜାତୀୟ ରାଜନୈତିକ ଦଳର ନେତା ଏବଂ ଅନେକ ପେଶାଦାର ବ୍ୟକ୍ତି ରହିଛନ୍ତି । ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି ଯେ, ପଂଚାୟତ ନିର୍ବାଚନ ଭଳି ସାଧାରଣ ନିର୍ବାଚନରେ ମଧ୍ୟ ବିଜେଡି ପୁଣିଥରେ ବିଜୟୀ ହେବ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ସରକାର ଗଢିବେ ବୋଲି ପ୍ରଣବ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର