Masthead

ହୋପ୍ ସନ୍ଧ୍ୟାରେ ଉଠାଇବୁ ୱାଲର୍ଡ କପ: ସଚିନ ତେନ୍ଦୁଲକର

ଅହମ୍ମଦାବାଦ (ବଡ଼ ଖବର ବ୍ୟୁରୋ):ଅହମ୍ମଦାବାଦରେ ସଚିନ । ମ୍ୟାଚ୍ ଦେଖିବା ସହ ଟିମ୍ ଇଣ୍ଡିଆର ମନବଳ ବଢାଇବା ପାଇଁ ଅହମ୍ମବାଦରେ ପହଞ୍ଚିଲେ ମାଷ୍ଟରବ୍ଲାଷ୍ଟର । କହିଲେ ଜିତିବ ଇଣ୍ଡିଆ । ହୋପ୍ ସନ୍ଧ୍ୟାରେ ଉଠାଇବୁ ୱାଲର୍ଡ କପ । କିଛି ସମୟ ପରେ ଷ୍ଟାଡିୟମରେ ଲକ୍ଷ ଲକ୍ଷ ଦର୍ଶକଙ୍କ ସହ ରାଜନୀତିଜ୍ଞ, କ୍ରିକେଟ୍ର, ବଲିଉଡ ସେଲିବ୍ରିଟି ଏବଂ ବହୁ ପ୍ରତିକ୍ଷିତ ବ୍ୟବସାୟୀ ପହଞ୍ଚିବେ ।ଏହି ମ୍ୟାଚ୍ ସମୟରେ ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲୀୟ ଉପମୁଖ୍ୟମନ୍ତ୍ରୀ ରିଚାର୍ଡ ମାର୍ଲେସ୍ ଯୋଗଦେବେ।

ମ୍ୟାଚ୍ ସମୟରେ ଭାରତର ଅଧିନାୟକ କପିଲ ଦେବ ଏବଂ ମହେନ୍ଦ୍ର ସିଂ ଧୋନି ମଧ୍ୟ ଉପସ୍ଥିତ ରହିବେ। ଅଷ୍ଟ୍ରେଲିଆ ପାଇଁ ପାଞ୍ଚଟି ବିଶ୍ୱକପ ଜିତିଥିବା କ୍ୟାପଟେନ ଆଲାନ ବର୍ଡର, ଷ୍ଟିଭ ୱାହ, ରିକି ପଣ୍ଟିଂ ଏବଂ ମାଇକେଲ କ୍ଲାର୍କ ମଧ୍ୟ ଉପସ୍ଥିତ ରହିବେ। ଏମାନଙ୍କ ବ୍ୟତୀତ ଦେଶର ଲୋକପ୍ରିୟ ବ୍ୟବସାୟୀ ମୁକେଶ ଅମ୍ବାନୀ ଏବଂ ଗୌତମ ଆଦାନୀ ମଧ୍ୟ ଉପସ୍ଥିତ ରହିବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ