Masthead

ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା । ଶଙ୍ଖ ଛାଡି ପଦ୍ମ ଧରିଲେ ତେନ୍ତୁଳିଖୁଣ୍ଟା ବିଜେଡି ନେତା ଓ କର୍ମୀ । ବିଜେପିରେ ଯୋଗଦେଲେ ଅଧକ୍ଷ, ଉପାଧକ୍ଷ, ସରପଞ୍ଚ ଓ ସମିତିସଭ୍ୟା । ରାଜ୍ୟ ସଭାପତିଙ୍କ ଉପସ୍ଥିତିରେ ଧରିଲେ ପଦ୍ମ । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଂଟି ବ୍ଲକ ଅଧ୍ୟକ୍ଷା ନିଲେନ୍ଦ୍ରୀ ନାୟକ, ଉପାଧ୍ୟକ୍ଷ ରାଜନ୍ଦ୍ରେ ବିଶୋଇ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ସେମାନଙ୍କ ସମେତ ଅମଳାଭଟା ଗ୍ରାମପଂଚାୟତ ସମିତି ସଭ୍ୟା ବିଦୁସ୍ମିତା ଜାନି, କାମତା ପଂଚାୟତ ସମିତି ସଭ୍ୟା, ମଂଚାଗାଁ ପଂଚାୟତ ସରପଂଚ ତିରୁପତି ମହାନ୍ତି, ବିଜେଡି କର୍ମୀ ଜି.ସତ୍ୟମ ନାଇଡୁ, ଗୋଲକ ନାୟକ, ସିନ୍ଦୁ ନାୟକ, ଲମ୍ବୋଦର ନାୟକ, ପୁରଷୋତମ ଜାନି, ପଦଲାମ ସଗରିଆ ପ୍ରମୁଖ ବିଜେପିରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା