Masthead

ଭୟଙ୍କର ଦୁର୍ଘଟଣା, ଜଳିଗଲେ ୩ ଡ୍ରାଇଭର

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ସଦର ଥାନା ଓ ଆରଟିଓ ଅଫିସ ସାମ୍ନାରେ ଭୟଙ୍କର ଦୁର୍ଘଟଣା । ଏକାସଙ୍ଗେ ଜଳିଗଲେ ୩ ଡ୍ରାଇଭର । ଧକା ଲାଗିବା ପରେ ଉଭୟ ତିନୋଟି ଗାଡ଼ିରେ ନିଆଁ ଲାଗିଯାଇଛି । ଯାହା ଫଳରେ ୩ ଚାଳକ ଜୀବନ୍ତ ଦଗ୍ଧ ହୋଇଛନ୍ତି ।

ରାତି ପ୍ରାୟ ଗୋଟାଏ ବେଳେ ବେଲପାହାଡ ଆଡକୁ ଯାଉଥିବା ୧୬ ଚକିଆ ଟ୍ରଲର ସହ ଏକ ହାଇବା ଓ ୨୨ ଚକିଆ ଟ୍ରଲର ପରସ୍ପରକୁ ଧକ୍କା ଦେଇଥିଲା । ଯାହାପରେ ୩ ଟି ଟ୍ରକରେ ନିଆଁ ଲାଗିଯାଇଥିଲା । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ