Masthead

ଭୟଙ୍କର ଦୁର୍ଘଟଣା , ୯ ମୃତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ମୁମ୍ବାଇ ନାଗପୁରରେ ଘଟିଛି ଭୟଙ୍କର ଦୁର୍ଘଟଣା । ଦୁର୍ଘଟଣାରେ ୯ ଜଣଙ୍କ ମୃତୁ୍ୟ ହୋଇଥିବାବେଳ ୧୩ ଜଣ ଗୁରୁତର ହୋଇଛନ୍ତି । ନାଗପୁର-ପୁନେ ଏକ୍ସପ୍ରେସ ୱେରେ ଏହି ଦୁର୍ଘଟଣା ଘଟିଛି । ସରକାରୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା । ସକାଳ ୭ଟା ରେ ଏହି ଦୁର୍ଘଟଣା ହୋଇଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର 🔴 ଅଧା ରାଜ୍ୟରେ ବର୍ଷା! 🔴 ଦିଲ୍ଲୀ ଯିବେ ମୋହନ-ନବୀନ! 🔴 ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ 🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ 🔴 ଆଜିଠାରୁ ରତ୍ନଭଣ୍ଡାର ଗଣତି 🔴 ୪ ଦିନ ନିର୍ଧୂମ ବର୍ଷିବ 🔴 ଭରଣପୋଷଣ ନଦେଲେ ଦରମାରୁ କଟିବ ଟଙ୍କା 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର 🔴 ଅଧା ରାଜ୍ୟରେ ବର୍ଷା! 🔴 ଦିଲ୍ଲୀ ଯିବେ ମୋହନ-ନବୀନ! 🔴 ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ 🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ 🔴 ଆଜିଠାରୁ ରତ୍ନଭଣ୍ଡାର ଗଣତି 🔴 ୪ ଦିନ ନିର୍ଧୂମ ବର୍ଷିବ 🔴 ଭରଣପୋଷଣ ନଦେଲେ ଦରମାରୁ କଟିବ ଟଙ୍କା