Masthead

ଭୟଙ୍କର ବସ ଦୁର୍ଘଟଣା, ୧୭ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭୟଙ୍କର ବସ ଦୁର୍ଘଟଣା । ପୋଖରୀକୁ ଖସିଗଲା ବସ୍ । ୩ ଶିଶୁ ସମେତ ୧୭ ଯାତ୍ରୀ ମୃତ । ବାଂଲାଦେଶ ଝଲାକାଠି ଛତ୍ରକୋଣ୍ଡା ନିକଟରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ୩୫ ଜଣ ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଆବଶ୍ୟକ ଠାରୁ ଅଧିକ ଯାତ୍ରୀ ଥିବାରୁ ଭାରସାମ୍ୟ ହରାଇ ଖସିଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ