Masthead

ଭୟଙ୍କର ବସ ଦୁର୍ଘଟଣା, ୧୭ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭୟଙ୍କର ବସ ଦୁର୍ଘଟଣା । ପୋଖରୀକୁ ଖସିଗଲା ବସ୍ । ୩ ଶିଶୁ ସମେତ ୧୭ ଯାତ୍ରୀ ମୃତ । ବାଂଲାଦେଶ ଝଲାକାଠି ଛତ୍ରକୋଣ୍ଡା ନିକଟରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ୩୫ ଜଣ ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଆବଶ୍ୟକ ଠାରୁ ଅଧିକ ଯାତ୍ରୀ ଥିବାରୁ ଭାରସାମ୍ୟ ହରାଇ ଖସିଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ