Masthead

ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ । ୨ ମୃତ, ୨ ଗୁରୁତର । ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଗୋପାଳପୁର ଗାଁରେ ବାଣ ଭିଡୁଥିବା ବେଳେ ଭୟଙ୍କର ବିସ୍ଫୋରଣ । ବାଣ ବିସ୍ପୋରଣରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତରଙ୍କୁ ପ୍ରଥମେ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମୃତକମାନେ ହେଲେ ଇଚ୍ଛାପୁର ଗାଁର ଦିଲ୍ଲୀପ ମହାନ୍ତି ଓ ଗୋପାଳପୁର ଗାଁର ବୁଲୁ ଦାସ । ଆହତ ହୋଇଥିବା ବ୍ୟକ୍ତି ମାନେ ହେଲେ ବାଣ ବ୍ୟବସାୟୀ ସୁଶାନ୍ତ ପୃଷ୍ଟି ଓ ଦୀନବନ୍ଧୁ ଦାସ । ସୁଶାନ୍ତଙ୍କ ଶରୀରର ୯୦ ପ୍ରତିଶତ ପୋଡି ଯାଇଥିବା ବେଳେ ଦୀନବନ୍ଧୁଙ୍କ ଶରୀରର ୪୦ ପ୍ରତିଶତ ପୋଡି ହୋଇଯାଇଛି । ଉଭୟ ଗୁରୁତରଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ