Masthead

କୋଭିଡ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ । ଅକାଳରେ ଆଖି ବୁଜିଲେ ୧୩ ଜଣ କୋଭିଡ଼ ଆକ୍ରାନ୍ତ । ମହାରାଷ୍ଟ୍ରର ପାଲଘର ଜିଲ୍ଲାରେ ଥିବା ବିରାର ବିଜୟ ବଲ୍ଲଭ କୋଭିଡ଼ ହସ୍ପିଟାଲରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି । ମିଳିଥିବା ପ୍ରାଥମିକ ସୂଚନା ଅନୁଯାୟୀ, କୋଭିଡ଼ ହସ୍ପିଟାଲର ଆଇସିୟୁରେ ଥିବା ୧୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ହସ୍ପିଟାଲରେ ଥିବା ଅନ୍ୟ କରୋନା ଆକ୍ରାନ୍ତଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି । ଗୁରୁତର ମାନଙ୍କୁ ଅନ୍ୟ ହସ୍ପିଟାଲରେ ଚିକିତ୍ସିତ କରାଯାଉଛି । ଖବର ଅନୁସାରେ ଅଗ୍ନିକାଣ୍ଡ ବେଳେ ଆଇସିୟୁରେ ୧୭ ଜଣ କରୋନା ଆକ୍ରାନ୍ତ ଥିଲେ । ପ୍ରାଥମିକ ରିପୋର୍ଟରୁ ମିଳିଥିବା ସୂଚନା ଅନୁଯାୟୀ, ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହୀନି ପହଂଚି ନିଆଁ ଆୟତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ