ଏନଟିପିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ତାଳଚେର (ବଡ଼ ଖବର ବ୍ୟୁରୋ): ତାଳଚେର କଣିହାଁ ଏନଟିପିସି ପ୍ଲାଣ୍ଟରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । କୋଇଲା ଡିପୋରୁ ପ୍ଲାଣ୍ଟ ଭିତରକୁ ଯାଇଥିବା କନଭେୟର ବେଲ୍ଟରେ ନିଆଁ ଲାଗି ଯାଇଛି। ନିଆଁକୁ ଆୟତ୍ତ କରିବା ପାଇଁ ୨ରୁ ଅଧିକ ଦମକଳ ବାହିନୀ ନିୟୋଜିତ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ରହୁଥିବା ଲୋକେମାନେ ଭୟଭୀତ ହୋଇପଡ଼ିଛନ୍ତି। ପ୍ଲାଣ୍ଟ ଭିତରେ କେହି ଫଶି ରହିଛନ୍ତି କି ନାହିଁ ତାହା ଜଣାପଡ଼ିନାହିଁ। ଏହାସହ କ୍ଷୟକ୍ଷତିର ଆକଳନ କରାଯାଇପାରିନାହିଁ। ତେବେ ପ୍ଲାଣ୍ଟରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ। ନିଆଁ କିପରି ଚାରିଆଡେ ନ ବ୍ୟାପିବ ସେନେଇ ଅଗ୍ନିଶମ କର୍ମଚାରୀ ଚେଷ୍ଟା ଚଳାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ