Masthead

ଜଳିଗଲା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ବାସୁଦେବପୁର(ବଡ଼ ଖବର ବ୍ୟୁରୋ): ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ । ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ଗ୍ରାମପଞ୍ଚାୟତ ଖାଟୁଆପଡାରେ ଅଗ୍ନିକାଣ୍ଡ ହୋଇଛି । ସୂଚନା ଅନୁସାରେ, ଗାଁର ଅମର ଜାନା, ଅଶୋକ ଜାନା ଏବଂ ଦୁର୍ଗାମଣି ଜାନାଙ୍କ ଘରେ ନିଆଁ ଲାଗିଥିଲା । ସର୍ଟସର୍କିଟରୁ ଘରେ ନିଆଁ ଲାଗିଥିବା କୁହାଯାଉଛି । ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ କରିଛି । କିନ୍ତୁ ସବୁ ଜଳି ପୋଡି ପାଉଁଶ ହୋଇଛି । ସରକାରୀ ସହାୟତା ପାଇଁ ଅନୁରୋଧ କରିଛନ୍ତି ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ