Masthead

ଜଳିଗଲା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ବାସୁଦେବପୁର(ବଡ଼ ଖବର ବ୍ୟୁରୋ): ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ । ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ଗ୍ରାମପଞ୍ଚାୟତ ଖାଟୁଆପଡାରେ ଅଗ୍ନିକାଣ୍ଡ ହୋଇଛି । ସୂଚନା ଅନୁସାରେ, ଗାଁର ଅମର ଜାନା, ଅଶୋକ ଜାନା ଏବଂ ଦୁର୍ଗାମଣି ଜାନାଙ୍କ ଘରେ ନିଆଁ ଲାଗିଥିଲା । ସର୍ଟସର୍କିଟରୁ ଘରେ ନିଆଁ ଲାଗିଥିବା କୁହାଯାଉଛି । ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ କରିଛି । କିନ୍ତୁ ସବୁ ଜଳି ପୋଡି ପାଉଁଶ ହୋଇଛି । ସରକାରୀ ସହାୟତା ପାଇଁ ଅନୁରୋଧ କରିଛନ୍ତି ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ