Masthead

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ଘର

ଦାଶରଥପୁର (ବଡ଼ ଖବର ବ୍ୟୁରୋ):  ଭୟାବହ ଅଗ୍ନିକାଣ୍ଡ ଯୋଗୁ ଜଳିଗଲା ୩ ବଖରା ଘର । ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଡାହାଣହତା ପଞ୍ଚାୟତ ତେନ୍ତୁଳିଡିହ ଗ୍ରାମରେ । ବିଳମ୍ବିତ ରାତିରେ ଘଟିଛି ଅଘଟଣ । ଅଗ୍ନିକାଣ୍ଡରେ ଜଳିପୋଡି ସବୁ ଛାରଖାର ହୋଇଯାଇଛି ।

ଖବର ପାଇ ଘଟଣାସ୍ଥଳରେ ଦଶରଥପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ପରେ ମଲ୍ଲୀକାପୁର ଆରଆଇ ପହଞ୍ଚି ଇନକ୍ୱାରି କରିବା ସହିତ କ୍ଷତିଗ୍ରସ୍ତ ହୋଇଥିବା ପରିବାରକୁ ସମସ୍ତ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା