Masthead

ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ବୱନା ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ । ଏକ ବହୁତଳ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ହୁତୁହୁତୁ ହୋଇ ଜଳୁଛି ବିଲଡିଂ । ଏକ ଫାକ୍ଟ୍ରିରେ ଲାଗିଛି ନିଆଁ ଲାଗିଥିବାର ସୂଚନା ମିଳିଛି । ଅଗ୍ନିକାଣ୍ଡ ଏତେ ଭୟଙ୍କର ଯେ ନିଆଁ ଲିଭାଇବା କଷ୍ଟସାଧ୍ୟ ହୋଇପଡ଼ିଛି । ଘଟଣାସ୍ଥଳରେ ୨୫ଟି ଦମକଳ ବାହିନୀ ପହଞ୍ଚି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । କେମିତି ନିଆଁ ଲାଗିଲା ତାହା ଜଣାପଡ଼ିନାହିଁ । ସେହିପରି କ୍ଷୟକ୍ଷତିର ସୂଚନା ବି ମିଳିନାହିଁ । ଚାହୁଁ ଚାହୁଁ ସବୁ କିଛି ଜଳି ଯାଇଛି । ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢେ ଗୋଟାଏ ବେଳେ ଏହି ଅଗ୍ନିକାଣ୍ଡ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ