Masthead

ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ଜିନିଷ ପୋଡି ପାଉଁଶ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୫ବଖରା ଘର । ଘରର ଆସବାବପତ୍ର ସହ ଗାଇ, ଛେଳି ପୋଡି ଯାଇଥିବା ସୂଚନା । କାମାକ୍ଷାନଗର ଥାନା ବାଉଁଶପାଳ ପଞ୍ଚାୟତ ବାଙ୍ଗୁରା ଗାଁ ଶବରସାହିରେ ଅଗ୍ନିକାଣ୍ଡ ଘଟିଛି । ସୂଚନା ଅନୁସାରେ, ରାତି ପ୍ରାୟ ୧୧ ଟା ସମୟରେ ଅଗ୍ନିକାଣ୍ଡ ଘଟିଛି । ଗାଁର ରଞ୍ଜନ ଦେହୁରିଙ୍କ ଘରେ କୈାଣସି କାରଣ ବସତଃ ନିଆଁ ଲାଗିଯାଇଥିଲା। ନିଆଁର ପ୍ରକୋପ ଏତେ ଥିଲା ଯେ ଘରି କୌଣସି ଜିନିଷ ବାହାର କରାଯାଇପାରିନଥିଲା । ପ୍ରାୟ ଲକ୍ଷାଧିକ ଟଙ୍କାର ସରଞ୍ଜାମ ପୋଡି ପାଉଁଶ ହୋଇଛି । ସର୍ଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା