Masthead

ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ଜିନିଷ ପୋଡି ପାଉଁଶ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୫ବଖରା ଘର । ଘରର ଆସବାବପତ୍ର ସହ ଗାଇ, ଛେଳି ପୋଡି ଯାଇଥିବା ସୂଚନା । କାମାକ୍ଷାନଗର ଥାନା ବାଉଁଶପାଳ ପଞ୍ଚାୟତ ବାଙ୍ଗୁରା ଗାଁ ଶବରସାହିରେ ଅଗ୍ନିକାଣ୍ଡ ଘଟିଛି । ସୂଚନା ଅନୁସାରେ, ରାତି ପ୍ରାୟ ୧୧ ଟା ସମୟରେ ଅଗ୍ନିକାଣ୍ଡ ଘଟିଛି । ଗାଁର ରଞ୍ଜନ ଦେହୁରିଙ୍କ ଘରେ କୈାଣସି କାରଣ ବସତଃ ନିଆଁ ଲାଗିଯାଇଥିଲା। ନିଆଁର ପ୍ରକୋପ ଏତେ ଥିଲା ଯେ ଘରି କୌଣସି ଜିନିଷ ବାହାର କରାଯାଇପାରିନଥିଲା । ପ୍ରାୟ ଲକ୍ଷାଧିକ ଟଙ୍କାର ସରଞ୍ଜାମ ପୋଡି ପାଉଁଶ ହୋଇଛି । ସର୍ଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା