Masthead

ଭଦ୍ରକରେ ଭୟାବହ ଅଗ୍ନିକାଣ୍ଡ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଅଗ୍ନିକାଣ୍ଡରେ ଜଳିଗଲା ୫ ଟି ପରିବାରର ୧୨ ବଖରା ଘର । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି  ପାଉଁଶ ହୋଇଯାଇଛି । ଏଭଳି ଘଟଣା ଘଟିଛି ଭଦ୍ରକ ସହରାଞ୍ଚଳ ଚରମ୍ପା ବେଲମଳା ଗ୍ରାମରେ । ଗୁରୁବାର ବିଳମ୍ବିତ ରାତିରେ ପରିବାର ଲୋକ ଘରେ ଶୋଇଥିବା ଅବସ୍ଥାରେ ଅଗ୍ନିକାଣ୍ଡ ହୋଇଥିଲା। ନିଆଁ ଲାଗିବା ଦେଖି ପରିବାର ଲୋକ ନିଜ ଜୀବନ ବଞ୍ଚାଇବାକୁ ଯାଇ ଜୀବନ ବିକଳରେ ବାହାରକୁ ଦୌଡ଼ି ପଳାଇ ଆସିଥିଲେ।

ପରେ ନିଆଁକୁ ଆୟତ କରିବାକୁ ଯେତେ ଚେଷ୍ଟା କରିଥିଲେ ମଧ୍ୟ ନିଆଁ ଆୟତ୍ତ ହୋଇନଥିଲା। ପରେ ଭଦ୍ରକ ଅଗ୍ନିଶମ ବାହିନୀ ଖବର ପାଇ ନିଆଁକୁ ଆୟତ୍ତ କରିଥିଲେ। ୫ ପରିବାରର ଘର ସହ ଘରେଥିବା ସମସ୍ତ ଆସବାବପତ୍ର ସବୁ ଜଳି ପୋଡି ଯାଇଥିଲା । ସରକାରୀ ସହାୟତା ପାଇବ ପାଇଁ ଅନୁରୋଧ କରିଛନ୍ତି ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା