Masthead

ଭୟଙ୍କର ହେଉଛି କରୋନାର ଦ୍ୱିତୀୟ ଲହର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭୟଙ୍କର ହେଉଛି କରୋନାର ଦ୍ୱିତୀୟ ଲହର । ଦିନକୁ ଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୮.୩ ଲକ୍ଷ । ଆକ୍ରାନ୍ତଙ୍କ ସଂଖ୍ୟା ୧୨ କୋଟି ୮୨ ଲକ୍ଷ, ସୁସ୍ଥ ହେଲେଣି ୧୦ କୋଟି ୩୪ ଲକ୍ଷ । ସେହିପରି ଦେଶରେ କରୋନା ମୃତ୍ୟୁସଂଖ୍ୟା ୧.୬୨ ଲକ୍ଷ । ଦିନକରେ ୨୭୧ ମୃତ,୫୬୨୧୧ ହୋଇଛନ୍ତି ଆକ୍ରାନ୍ତ । ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୦ ଲକ୍ଷ । ସୁସ୍ଥ ହେଲେଣି ୧ କୋଟି ୧୩ ଲକ୍ଷ ।

ଅନ୍ୟପଟେ ଓଡ଼ିଶାରେ ମଧ୍ୟରେ ଦୈନିକ ସଂକ୍ରମଣ ରହିଛି ୨୦୦ ଉପରେ । ଗତକାଲି କଳାହାଣ୍ଡିରେ ୫୪ ପଜିଟିଭ ଚିହ୍ନଟ ହୋଇଥିଲେ । ଭବାନୀପାଟଣାର ଏକ ଘରୋଇ କଲେଜରୁ ୩୬ ଓ ଅନ୍ୟ ସ୍ଥାନରୁ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେହିପରି ରାଉରକେଲା ଏନଆଇଟିରେ ୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ନେଗେଟିଭ ଚିହ୍ନଟ ପିଲାଙ୍କୁ କ୍ୟାମ୍ପସ ଛାଡ଼ିବାକୁ ନିଟର ରେଜିଷ୍ଟାର ପ୍ରଦୀପ କୁମାର ଦାଶ କହିଛନ୍ତି । ଆଜି କଲେଜର ୫ଶହ ପିଲାଙ୍କର ଟେଷ୍ଟ କରିବାକୁ ଧାର୍ଯ୍ୟ କରାଯାଇଛି । ସୋମବାର ରାତିରେ ୩୯୩ ପିଲାଙ୍କର କୋଭିଡ ଟେଷ୍ଟ କରାଯାଇଛି । କଲେଜରେ ପ୍ରାୟ ୨୦୦୦ ପିଲା ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା