Masthead

ଉତ୍ତରାଖଣ୍ଡରେ ଭୟଙ୍କର ଭୂସ୍ଖଳନ

ଡେରାଡୁନ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ଭୟଙ୍କର ଭୂସ୍ଖଳନ । ଋଷିକେଶରୁ ଶ୍ରୀନଗର ଅଭିମୁଖେ ଯାଉଥିବା ରାଜପଥରେ ପର୍ବତର ଏକ ବଡ଼ ଅଂଶ ପ୍ରଚଣ୍ଡ ଶବ୍ଦରେ ଖସିପଡିଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ପାଗ ଖରାପ ଯୋଗୁଁ ଗତ କିଛି ଦିନ ହେବ ଉତ୍ତରାଖଣ୍ଡରେ ଭୂସ୍ଖଳନ ହେଉଥିବାର ଖବର ଆସିଥିଲା ।

ହେଲେ ଆଜି ଟୋଟା ଉପତ୍ୟକା ନିକଟ ଜାତୀୟ ରାଜପଥରେ ଭୂସ୍ଖଳନ ହେବାର ଏକ ଭୟଙ୍କର ଭିଡିଓ ସାମ୍ନାକୁ ଆସିଛି । ଏହି ସମୟରେ ସେଠାରେ ଠିଆ ହୋଇଥିବା ଲୋକମାନେ ଦୌଡି ସେଠାରୁ ପଳାଇ ଯାଇଥିଲେ । ଭୂସ୍ଖଳନ ଯୋଗୁଁ ରାଜପଥ ସାମୟିକ ଭାବେ ବନ୍ଦ ହୋଇଯାଇଛି । ଫଳରେ ଯାନାବାହନ ସେଠାରେ ଅଟକି ରହିଛି । ଅଧିକାଂଶ ଲୋକେ ସେଠାରେ ଫସିରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ