Masthead

ଆତଙ୍କବାଦ ଲିଙ୍କ୍: ୧୧ ସରକାରୀ କର୍ମଚାରୀ ଚାକିରିରୁ ବିଦା

(ବଡ଼ ଖବର ବ୍ୟୁରୋ):ଆତଙ୍କବାଦୀଙ୍କ ସହ ସମ୍ପର୍କ ରଖୁଛନ୍ତି ସରକାରୀ କର୍ମଚାରୀ । ଦେଉଛନ୍ତି ଦେଶର ଗୁପ୍ତ ତଥ୍ୟ । ଗୁଇଦା ବିଭାଗ ହାତରେ ଏଭଳି ତଥ୍ୟ । ଆତଙ୍କବାଦ ଲିଙ୍କ୍ ଯୋଗୁଁ ୧୧ ସରକାରୀ କର୍ମଚାରୀ ଚାକିରିରୁ ବିଦା । ଜାମ୍ମୁ ଓ କାଶ୍ମୀରର ୧୧ ସରକାରୀ କର୍ମଚାରୀ ହରାଇଲେ ଚାକିରି । ସେମାନଙ୍କ ମଧ୍ୟରେ ଶିକ୍ଷା ବିଭାଗର ୪, ପୋଲିସ ବିଭାଗର ୨, କୃଷି, ଦକ୍ଷତା ବିକାଶ, ଶକ୍ତି ଓ ସ୍ବାସ୍ଥ୍ୟ ବିଭାଗର ଜଣେ ଲେଖାଏଁ କର୍ମଚାରୀ ଅଛନ୍ତି । ଏହି କର୍ମଚାରୀମାନେ ପାକିସ୍ଥାନର ଆତଙ୍କବାଦୀଙ୍କ ସହ ଉତ୍ତମ ସମ୍ପର୍କ ରଖିଥିବାରୁ ଜାମ୍ମୁ- କାଶ୍ମିରୀ ସରକାର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ସରକାରୀ କର୍ମଚାରୀମାନଙ୍କୁ ଚାକିରିରୁ ବହିଷ୍କାର କରାଯାଇନି, ସେମାନଙ୍କୁ ଜେରା ମଧ୍ୟ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ