Masthead

ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ ୩ ଗୁରୁତର

ଶ୍ରୀନଗର (ବଡ଼ ଖବର): ଶ୍ରୀନଗର ଲାଭାପୋରା ନିକଟରେ ସିଆରପିଏଫ୍ ପାଟ୍ରୋଲିଂ ଗାଡି ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଜଣେ  ଯବାନ ପ୍ରାଣ ହରାଇଥିବାବେଳେ ୩ ଜଣ ଯବାନ ଆହତ ହୋଇଛନ୍ତି।

ସିଆରପିଏଫ ମୁଖପାତ୍ର କହିଛନ୍ତି ଯେ ସେ ଡ୍ୟୁଟିରେ ଥିବାବେଳେ ମାଓବାଦୀମାନେ ଇ-୭୩ ବାଟାଲିୟନକୁ ଟାର୍ଗେଟ କରିଥିଲେ। ଗୁରୁବାର ଦ୍ୱିପ୍ରହର ସମୟରେ ସିଆରପିଏଫ୍ର ଏକ ଟିମ୍ ପାଟ୍ରୋଲିଂ କରୁଥିବା ବେଳେ ହଠାତ୍ ଆତଙ୍କବାଦୀମାନେ ପାଟ୍ରୋଲିଂ ଗାଡି ଉପରେ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ଜଣେ ଯବାନଙ୍କର ମୃତ୍ୟୁ ଘଟିଛି ଏବଂ ୩ ଜଣ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣ ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛ। ଏହି ଆକ୍ରମଣରେ ଲଶ୍କର-ଇ- ତୋଇବା ସମ୍ପୃକ୍ତଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’