Masthead

ପାକିସ୍ତାନ ସେନା କ୍ୟାମ୍ପରେ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ସେନା କ୍ୟାମ୍ପରେ ଆତଙ୍କବାଦୀ ଆକ୍ରମଣ । ଆକ୍ରମଣରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ଆଫଗାନିସ୍ତାନ ସୀମାନ୍ତବର୍ତ୍ତୀ ଉତ୍ତର ୱଜିରିସ୍ତାନରେ ଆକ୍ରମଣ । କ୍ୟାମ୍ପ ଭିତରେ ପଶି ୬ ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼ । ଗୁଳିମାଡ଼ରେ ୫ ସେନା ଅଧିକାରୀଙ୍କ ସହ ୭ ଜଣଙ୍କ ମୃତ୍ୟୁ । ପାକ୍‌ ସେନାର ପାଲଟା ଆକ୍ରମଣରେ ୬ ଆତଙ୍କବାଦୀ ମଧ୍ୟ ମୃତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ