ପାକିସ୍ତାନ ସେନା କ୍ୟାମ୍ପରେ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ସେନା କ୍ୟାମ୍ପରେ ଆତଙ୍କବାଦୀ ଆକ୍ରମଣ । ଆକ୍ରମଣରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ଆଫଗାନିସ୍ତାନ ସୀମାନ୍ତବର୍ତ୍ତୀ ଉତ୍ତର ୱଜିରିସ୍ତାନରେ ଆକ୍ରମଣ । କ୍ୟାମ୍ପ ଭିତରେ ପଶି ୬ ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼ । ଗୁଳିମାଡ଼ରେ ୫ ସେନା ଅଧିକାରୀଙ୍କ ସହ ୭ ଜଣଙ୍କ ମୃତ୍ୟୁ । ପାକ୍‌ ସେନାର ପାଲଟା ଆକ୍ରମଣରେ ୬ ଆତଙ୍କବାଦୀ ମଧ୍ୟ ମୃତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ