Masthead

ଆତଙ୍କବାଦୀ ଆକ୍ରମଣ, ଦୁଇ ଯବାନ ସହିଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ସୋମବାର ଜାମୁକାଶ୍ମୀର ପାମ୍ପୈର ଉପକଣ୍ଠରେ ଥିବା କାଙ୍ଗନ ବାଇପାସରେ ସିଆରପିଏଫର ୧୧୦ ବାଟାଲିୟନ ଉପରେ ଆତଙ୍କବାଦୀ ମାନେ ଆକ୍ରମଣ କରିଛନ୍ତି । ସିଆରପିଏଫର ରୋଡ ଓପନିଂ ପାର୍ଟି ଉପରେ ହୋଇଛି ଏହି ଆକ୍ରମଣ । ଏଥିରେ ପାଞ୍ଚ ଜଣ ଯବାନ ଗୁରୁତର ହୋଇଥିଲେ । ସମସ୍ତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ।
ସେପ୍ଟମ୍ବର ୨୯ରେ ଅନନ୍ତନାଗ ଜିଲ୍ଲାର ମାର୍ମା ବିଜବିହାରା ଅଞ୍ଚଳରେ ଆତଙ୍କବାଦୀ ମାନେ ସେନାର ପେଟ୍ରୋଲିଂ ପାର୍ଟିକୁ ଟାର୍ଗେଟ କରିଥିଲେ । ଉଭୟ ପକ୍ଷ ମଧ୍ୟରେ ହୋଇଥିଲା ଗୁଳି ବିନିମୟ । ଛତ୍ର ଭଙ୍ଗ ଦେଇଥିଲେ ଆତଙ୍କବାଦୀ । ଏହି ଘଟଣା ପୂର୍ବରୁ ମାରହମାରେ ସେନାର ଏନକାଉଣ୍ଟରରେ ଦୁଇ ମହିଳା ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ