Masthead

ପାର୍ବଣରେ ରାଜଧାନୀରେ ହୋଇପାରେ ଆତଙ୍କୀ ହମଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚାଲିଛି ପାର୍ବଣ ଋତୁ । ଚାରିଆଡ଼େ ଲାଗିଛି ଲୋକଙ୍କ ଭିଡ଼ । କିନ୍ତୁ ଏହା ମିଳିଛଇ ସୂଚନା । ହୋଇପାରେ ରାଜଧାନୀରେ ବଡ଼ ଧରଣର ଆତଙ୍କୀ ହମ୍‌ଲା। ଏନେଇ ସୂଚନା ମିଳିଥିବା କହିଛନ୍ତି କମିଶନର।ଶନିବାର ଦିନ ଦିଲ୍ଲୀ ପୋଲିସ କମିଶନର ତାଙ୍କ ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀ ପୋଲିସର ସୂଚନାନୁସାରେ, ପାର୍ବଣ ଋତୁରେ ଜାତୀୟ ରାଜଧାନୀରେ ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣର ସମ୍ଭାବନା ରହିଛି।

ଏହାକୁ ନେଇ ଆତଙ୍କବାଦ ବିରୋଧୀ ପଦକ୍ଷେପ ଉପରେ ଆଲୋଚନା କରାଯାଇଥିଲା। ଆତଙ୍କବାଦୀଙ୍କୁ କିପରି ସ୍ଥାନୀୟ ଲୋକଙ୍କ ସମର୍ଥନ ନେବାକୁ ରୋକାଯାଇପାରିବ ସେନେଇ ମଧ୍ୟ ଆଲୋଚନା କରାଯାଇଥିଲା। ପୋଲିସ କମିଶନର କହିଛନ୍ତି, “ସାଇବର କେଫେ, ରାସାୟନିକ ଦୋକାନ, ପାର୍କିଂ ସ୍ଥାନ, କାର ଡିଲରମାନଙ୍କ ଯାଞ୍ଚ କରାଯିବା ଉଚିତ୍। ଏହାସହିତ ବିଭିନ୍ନ ଯାଞ୍ଚ ପ୍ରକ୍ରିୟା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା