Masthead

ଆତଙ୍କବାଦୀ ବିସ୍ଫୋରଣ, ଦୁଇ ଯବାନ ସହିଦ

ଜାମ୍ମୁ-କାଶ୍ମୀର  (ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀର ରାଜୋରୀରେ ଆତଙ୍କବାଦୀଙ୍କ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ଦୁଇ ଯବାନ ସହିଦ ହୋଇଥିବାବେଳ ୪ ଗୁରୁତର ହୋଇଛନ୍ତି । ଗୁରୁତର ଯବାନମାନଙ୍କୁ ଉଦ୍ଧମପୁର କମାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳକୁ ଭାରତୀୟ ସେନାର ଏକ ସ୍ୱତନ୍ତ୍ର ଟିମ ପଠା ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ