Masthead

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ପ୍ରତ୍ୟୁଷରେ ଜମ୍ମୁ ଓ କଶ୍ମୀର ଶୋପିଆଁର ରଖାମା ଅଞ୍ଚଳରେ ନିରାପତ୍ତା ବଳ ଏବଂ ଆତଙ୍କବାଦୀମାନଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଛି। ଯାହାଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ମୃତ ଆତଙ୍କବାଦୀର ପରିଚୟ ମିଳିନାହିଁ ।

ପୋଲିସ କହିବା ଅନୁସାରେ, ଉପରୋକ୍ତ ଅଞ୍ଚଳରେ କେତେକ ଆତଙ୍କବାଦୀ ଆତ୍ମଗୋପନ କରିଥିବାର ସୁନିର୍ଦ୍ଦିଷ୍ଟ ସୂଚନା ମଳିଥିଲା। ପୁଲିସ ଓ ନିରାପତ୍ତା ବଳଙ୍କ ମିଳିତ ଦଳ ସେଠାରେ ତଲାସ ଅଭିଯାନ ଆରମ୍ଭ କରିବାକ୍ଷଣି ଆତ୍ମଗୋପନ କରିଥିବା ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଗଳି ଚଳାଇଥିଲେ। ଫଳରେ ନିରାପତା ବଳଙ୍କୁ ପାଲଟା ଗୁଳି ଚଳାଇବାକୁ ପଡ଼ିଥିଲା।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା