Masthead

ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ହତ୍ୟା । ଜାମ୍ମୁକାଶ୍ମୀର ବାରମୂଲାରେ ଆତଙ୍କବାଦୀଙ୍କ ଗୁଳିକାଣ୍ଡ । ମସଜିଦରେ ପ୍ରାର୍ଥନା କରୁଥିବା ବେଳେ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କୀ । ଶୀରି ବାରମୂଳା ଅନ୍ତର୍ଗତ ଗଣ୍ଟମୂଳା ବାଲାସ୍ଥିତ ଏକ ମସ୍‌ଜିଦ୍‌ ଭିତରେ ‘ଆଜାନ୍‌’ କରୁଥବା ବେଳେ ଅବସରପ୍ରାପ୍ତ ବରିଷ୍ଠ ପୋଲିସ ମହମ୍ମଦ୍‌ ଶାଫିଙ୍କ ଉପରକୁ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ଗୁଳି ମାଡରେ ଆହତ ହୋଇ ଶାଫିଙ୍କର ମୃତ୍ୟୁ ହୋଇଯାଇଛି। ଗୁଳିକାଣ୍ଡ ଘଟଣା ପରେ ସେ ଅଞ୍ଚଳକୁ କର୍ଡନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା