Masthead

ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ହତ୍ୟା । ଜାମ୍ମୁକାଶ୍ମୀର ବାରମୂଲାରେ ଆତଙ୍କବାଦୀଙ୍କ ଗୁଳିକାଣ୍ଡ । ମସଜିଦରେ ପ୍ରାର୍ଥନା କରୁଥିବା ବେଳେ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କୀ । ଶୀରି ବାରମୂଳା ଅନ୍ତର୍ଗତ ଗଣ୍ଟମୂଳା ବାଲାସ୍ଥିତ ଏକ ମସ୍‌ଜିଦ୍‌ ଭିତରେ ‘ଆଜାନ୍‌’ କରୁଥବା ବେଳେ ଅବସରପ୍ରାପ୍ତ ବରିଷ୍ଠ ପୋଲିସ ମହମ୍ମଦ୍‌ ଶାଫିଙ୍କ ଉପରକୁ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ଗୁଳି ମାଡରେ ଆହତ ହୋଇ ଶାଫିଙ୍କର ମୃତ୍ୟୁ ହୋଇଯାଇଛି। ଗୁଳିକାଣ୍ଡ ଘଟଣା ପରେ ସେ ଅଞ୍ଚଳକୁ କର୍ଡନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ