Masthead

ଟେଷ୍ଟ ପୂର୍ବରୁ ‘ହିଟମ୍ୟାନ’ ଫିଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଷ୍ଟ୍ରେଲିଆ ଟେଷ୍ଟ ପୂର୍ବରୁ ଭାରତୀୟ କ୍ରିକେଟ ଦଳକୁ ମିଳିଛି ଖୁସି ଖବର । ଭାରତୀୟ ଦଳର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଫିଟନେସ୍ ପରୀକ୍ଷାରେ ଫିଟ ହୋଇଛନ୍ତି । ରୋହିତଙ୍କ ଉପସ୍ଥିତି ଭାରତୀୟ ଦଳକୁ ଏକ ବୁଷ୍ଠ ପ୍ରଦାନ କରିବ । ନ୍ୟାସନାଲ କ୍ରିକେଟ ଏକାଡେମୀ ଆଜି ରୋହିତଙ୍କୁ ଫିଟ୍ ବୋଲି ସାର୍ଟିଫିକେଟ ପ୍ରଦାନ କରିଛନ୍ତି ।

ଅଷ୍ଟ୍ରେଲିଆ ବିପକ୍ଷରେ ଥିବା ୪ଟି ଟେଷ୍ଟରୁ ସେ ଶେଷ ଦୁଇଟି ଟେଷ୍ଟ ଖେଳିପାରିବେ ବୋଲି ସୂଚନା ମିଳିଛି । କରୋନା ମହାମାରୀ ପାଇଁ ସେ ଅଷ୍ଟ୍ରେଲିଆରେ ପ୍ରଥମେ ୧୪ ଦିନ ସଂଗରୋଧରେ ରହିବେ । ପ୍ରଥମ ଟେଷ୍ଟ ପରେ ସ୍ୱଦେଶ ଫେରି ଆସିବେ ଅଧିନାୟକ ବିରାଟ କୋହଲି । ଏହି ପରିସ୍ଥିତିରେ ରୋହିତଙ୍କ ଉପସ୍ଥିତି ଭାରତୀୟ ଦଳ ପାଇଁ ଏକ ବଡ଼ ଉପଲବ୍ଧି ହେବ । ଆଇପିଏଲ ସମୟରେ ରୋହିତ ଶର୍ମାଙ୍କ ମାଂସପେଶୀରେ ଆଘାତ ଲାଗିଥିଲା । ଏହା ଫଳରେ ସେ ଅଷ୍ଟ୍ରେଲିଆ ଗସ୍ତରେ ସାମିଲ ହୋଇପାରିନଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା