Masthead

ବଢୁଛି ଟେଷ୍ଟି ହାର, ୨୪ ଘଣ୍ଟାରେ ୭୫ ହଜାର ୬୪୯ନମୂନା ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜରେ ଟେଷ୍ଟିଂ ବଢିବା ସହ ସଂକ୍ରମଣ ମଧ୍ୟ ବଢୁଛି । ୨୪ଘଣ୍ଟାରେ ୭୫ହଜାର ୬୪୯ନମୂନା ପରୀକ୍ଷା ହୋଇଛି । ୩ହଜାର ୩୭୧ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେପଟେ ଆଜି ୪୮ଜୀବନ ନେଇଛୀ ମହାମାରୀ । ସଂକ୍ରମଣ ହାର ୪ ଦଶମିକ ୪୫ ପ୍ରତିଶତ ରହିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୨୫୮, ଯାଜପୁରରୁ ୨୧୦, ମୟୂରଭଞ୍ଜରୁ ୨୨୨, ପୁରୀରୁ ୧୯୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୯ ଲକ୍ଷ ୦୯ ହଜାର ୮୦୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮ ଲକ୍ଷ ୭୪ ହଜାର ୩୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୧ ହଜାର ୪୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଗତ ୨୪ ଘଣ୍ଟାରେ ୩୫୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ