Masthead

ବଢୁଛି ଟେଷ୍ଟି ହାର, ୨୪ ଘଣ୍ଟାରେ ୭୫ ହଜାର ୬୪୯ନମୂନା ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜରେ ଟେଷ୍ଟିଂ ବଢିବା ସହ ସଂକ୍ରମଣ ମଧ୍ୟ ବଢୁଛି । ୨୪ଘଣ୍ଟାରେ ୭୫ହଜାର ୬୪୯ନମୂନା ପରୀକ୍ଷା ହୋଇଛି । ୩ହଜାର ୩୭୧ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେପଟେ ଆଜି ୪୮ଜୀବନ ନେଇଛୀ ମହାମାରୀ । ସଂକ୍ରମଣ ହାର ୪ ଦଶମିକ ୪୫ ପ୍ରତିଶତ ରହିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୨୫୮, ଯାଜପୁରରୁ ୨୧୦, ମୟୂରଭଞ୍ଜରୁ ୨୨୨, ପୁରୀରୁ ୧୯୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୯ ଲକ୍ଷ ୦୯ ହଜାର ୮୦୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮ ଲକ୍ଷ ୭୪ ହଜାର ୩୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୧ ହଜାର ୪୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଗତ ୨୪ ଘଣ୍ଟାରେ ୩୫୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା