Masthead

ଥମୁନି ମଣିପୁର ହିଂସା, ଗୁଳିମାଡ଼ରେ ବିଏସଏଫ ଯବାନଙ୍କ ମୃତ୍ୟୁ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ):  ହିଂସାରେ ଜଳୁଛି ମଣିପୁର । ଦିନକୁ ଦିନ ସଂଗୀନ ହେଉଛି ସ୍ଥତି । ବୈଠକ ପରେ ବି ଥମୁନି ହିଂସା । ସୁରକ୍ଷାକର୍ମୀ ଓ ଉପଦ୍ରବୀଙ୍କ ମଧ୍ୟରେ ଚାଲିଛି ଗୁଳିବିନିମୟ । ମଙ୍ଗଳବାର ଗୁଳିମାଡ଼ ରେ ଜଣେ ବିଏସଏଫ ଯବାନଙ୍କ ସହିଦ ହୋଇଥିବା ଜଣାପଡ଼ିଛି । ଜୁନ ୧୦ ପର୍ଯ୍ୟନ୍ତ ପୁରା ରାଜ୍ୟରେ ଇଂଟରନେଟ ସେବା ବନ୍ଦ ରଖାଯାଇଛି । ସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ଲଗାଯାଇଛି କଫ୍ୟୁ । ଜଗି ରହିଛନ୍ତି ଆସାମ ରାଇଫଲ, ବିଏସଏଫ ଓ ମଣିପୁର ପୁଲିସ । ମୋଟ ୧୦ହଜାର ସୁରକ୍ଷାକର୍ମୀଙ୍କ କଡ଼ା ନଜରରେ ରହିଛି ସମଗ୍ର ମଣିପୁର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ