Masthead

ବିହାରରେ ଥମୁନି ହିଂସା, ଗୁଳିରେ କମ୍ପିଲା ପହରାପୁର

ବିହାର (ବଡ଼ ଖବର ବ୍ୟୁରୋ):  ବିହାରରେ ଥମୁନି ହିଂସା । ସାସାରାମରେ ବୋମା ବିସ୍ଫୋରଣ । ୫ ଜଣ ଆହତ । ସାସାରାମ ଏବଂ ନାଲନ୍ଦାରେ ରାମ ନବମୀ ସମୟରେ ଆରମ୍ଭ ହୋଇଥିବା ହିଂସା ବନ୍ଦ ହେବାର ନାମ ନେଉନାହିଁ । ସଦ୍ୟତମ ହିଂସା ଘଟଣାରେ ସାସାରାମରେ ଏକ ବୋମା ବିସ୍ଫୋରଣ ଘଟଥିଲା, ଯେଉଁଥିରେ ୫ ଜଣ ଆହତ ହୋଇଥିଲେ । ଆଉ ଏବେ ନାଲନ୍ଦାର ବିହାର ଶରିଫର ପହରପୁରା ଅଞ୍ଚଳରେ ଶନିବାର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ ।

ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଥିଲା । ପ୍ରାୟ ୧୨ ରାଉଣ୍ଡ ଗୁଳି ବିନିମୟ ହୋଇଥିଲା । ଯେଉଁଥିପାଇଁ ଏହି ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ବିହାରଶରିଫରେ ଜିଲ୍ଲା ମାଜିଷ୍ଟ୍ରେଟ୍ ଶଶାଙ୍କ ଶୁଭଙ୍କର କର୍ଫ୍ୟୁ ଲାଗୁ କରିବାକୁ ଘୋଷଣା କରିଥିବାବେଳେ ୧୪୪ ଟି ବଳବତ୍ତର ରହିଛି । ପୁରା ସହରକୁ ପୋଲିସ୍ କ୍ୟାଣ୍ଟନମେଣ୍ଟରେ ପରିଣତ କରାଯାଇଛି । ରାପିଡ୍ ଆକ୍ସନ୍ ଫୋର୍ସ ମଧ୍ୟ ସହରରେ ପାଟ୍ରୋଲିଂ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ