Masthead

ଥାନାରୁ ଚମ୍ପଟ ଘଟଣାପରେ ବଦଳିଲେ ପୋଲିସ କର୍ମଚାରୀ

ଆନନ୍ଦପୁର(ବଡ଼ ଖବର ବ୍ୟୁରୋ); ପୋଲିସ କର୍ମୀଙ୍କ ଅନ୍ୟମନସ୍କତାର ସୁଯୋଗ ନେଇ ଗତକାଲି ଆନନ୍ଦପୁର ଥାନାରୁ ସକାଳ ସାଢେସାତଟା ସମୟରେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଥିଲା । ଅଭିଯୁକ୍ତକୁ ଦୀର୍ଘ ସମୟ ଖୋଜାଖୋଜି କରିବାପରେ ଆନନ୍ଦପୁର ନଦୀ କୂଳରେ ଏକ ବୁଦା ମୂଳେ ଲୁଚିଥିବାବେଳେ ତାକୁ ଉଦ୍ଧାରକରି ପୁଣି ଗିରଫ କରାଯାଇଥିଲା । ଏହି ଘଟଣା ପରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଦାୟିତ୍ୱରେ ଅବହେଳା କରିଥିବା ଜଣେ ଏସଆଇ ଓ ଦୁଇ କନେଷ୍ଟବଳଙ୍କୁ ଆନନ୍ଦପୁର ଥାନାରୁ ବଦଳି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ