Masthead

ଶଙ୍କରଚାର୍ଯ୍ୟଙ୍କ ୧୦୮ ଫୁଟର ବିଶାଳ ପ୍ରତିମା,ଉଦଘାଟନ କରିବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂଚୌହ୍ୱାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଆଜି ଲୋକାର୍ପିତ ହେବ ଆଦି ଶଙ୍କରଚାର୍ଯ୍ୟଙ୍କ ୧୦୮ ଫୁଟର ବିଶାଳ ପ୍ରତିମୂର୍ତ୍ତି । ମଧ୍ୟପ୍ରଦେଶ ଓଁଙ୍କାରେଶ୍ୱରଠାରେ ସ୍ଥାପନା କରାଯାଇଛି ମୂର୍ତ୍ତି । ବିଲର ନାମ ମାନ୍ଧାତାପର୍ବତରେ ତିଆରି ହୋଇଛି ମୂର୍ତ୍ତି । ଉଦଘାଟନ କରିବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ । ଷ୍ଟାଚ୍ୟୁ ଅଫ୍ ୱାନନେସ୍ ପରିଯୋଜନା ନିର୍ମାଣ ପାଇଁ ୨୧୪୧ କୋଟି ଟଙ୍କାରୁ ଅଧିକ ଅର୍ଥ ଖର୍ଚ୍ଚ କରାଯାଇଛି ।

ଅଷ୍ଟଧାତୁରେ ନିର୍ମିତ ଏହି ବିଶାଳ ପ୍ରତିମା ନର୍ମଦା ନଦୀ ନିକଟରେ ଶୋଭା ପାଇବାକୁ ଯାଉଛି । ୧୮ ସେପ୍ଟେମ୍ବରରେ ଏହାର ଉଦଘାଟନ କାର୍ଯ୍ୟକ୍ରମ ଥିବା ବେଳେ ବର୍ଷା ଯୋଗୁଁ ଏବେ ଆଜି ଏହି କାର୍ଯ୍ୟକ୍ରମ ରଖାଯାଇଛି । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ  ଚୌହ୍ୱାନ ଏହି ବିଶାଳକାୟ ପ୍ରତି ମୂର୍ତ୍ତିର ଉଦଘାଟନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି