Masthead

ବିଧାୟକଙ୍କୁ ହତ୍ୟା ଧମକ ପ୍ରତିବାଦରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଝି (ବଡ଼ ଖବର ବ୍ୟୁରୋ): ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ୧୫ ଦିନ ଭିତରେ ହତ୍ୟା ଧମକ ପ୍ରତିବାଦରେ ଆଜି କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି । ଗତକାଲି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ଜୀବନରେ ମାରିବା ଦେବା ଘଟଣାରେ ଆଜି ନଗର କଂଗ୍ରେସ ତରଫରୁ ସକାଳ ୬ରୁ ସନ୍ଧ୍ୟା ୬ କଣ୍ଟାବାଞ୍ଜି ସହର ବନ୍ଦ ଘୋଷଣା କରାଯାଇଛି ।

ଜରୁରୀକାଳୀନ ସେବା ବ୍ୟତୀତ ସବୁ ଦୋକାନ ବଜାର, ବ୍ୟବସାୟିକ ଅନୁଷ୍ଠାନ ବନ୍ଦ ରହିଛି । ସ୍କୁଲ, କଲେଜ, ଖୋଲା ରହିଛି । ଆଜି ଦଶମ ବୋର୍ଡ ପରୀକ୍ଷା ଥିବାରୁ ପ୍ରଶାସନ ତରଫରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ନେଇ ଲାଗିଥିଲା ପୋଷ୍ଟର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା