Masthead

ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି (ବଡ଼ ଖବର ବ୍ୟୁରୋ):ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ଜିଲ୍ଲା ସଘଂର୍ଷ ସମିତିର ଆହ୍ୱାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦରେ ସମସ୍ତ ଦୋକାନବଜାର, ସ୍କୁଲ, କଲେଜ, ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ଏହା ସହ ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି । ଜରୁରୀ କାଳୀନ ସେବାକୁ ଏବଂ ପରାକ୍ଷା ଚାଲୁଥିବା ସ୍କୁଲକୁ ବନ୍ଦରୁ ବାଦ ଦିଆଯାଇଛି । ଆଜିର ଏହି ବନ୍ଦରେ ସହରର ୩୦ରୁ ଅଧିଳ ସଂଗଠନ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା